Before Header

ରାଶିଫଳ

0 179

ମେଷ – ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ଆଜି ଦ୍ୱିଜା ନକ୍ଷତ୍ର କ୍ରୀଡା, କଳା ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବନ୍ଧୁଙ୍କ ସହ ମତାନ୍ତର ଘଟିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

 

ମିଥୁନ – ବୁଧ ଓ ଶୁକ୍ରଙ୍କ ପ୍ରଭାବରୁ ବନ୍ଧୁମିଳନ ସହ ପାରିବାରିକ ଜୀବନ ମଧ୍ୟ ସୁଖରେ କଟିବ । ମୃଗଶିରା ନକ୍ଷତ୍ର ଅଫିସରେ କିଛି କଡା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ରାହୁ ଯୁକ୍ତ ଚନ୍ଦ୍ର ହେତୁ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆପଣ କଦାପି ପଛକୁ ଫେରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

 

ସିଂହ – ନୀଚରୋହୀ ରବିଙ୍କ ଯୋଗୁ ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦସ୍ତଙ୍ଘ ମନୋବଳ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ । କର୍ମକ୍ଷେତ୍ରରେ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପକ୭ ପୁଣି ଯୋଡି ହୋଇଯିବାରେ ପଡୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବ । ପରିବାର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

ତୁଳା – ଆଜି ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆପଣ କାହାର ମିଠା କଥାରେ ଭାସି ବୁଲିଲେ ଅସୁବିଧାରେ ପଡିବେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – କର୍ମସ୍ଥାନରେ ଶୁକ୍ର ଥିବାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

 

ଧନୁ – କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ବନ୍ଧୁମାନଙ୍କ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି । ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

 

କୁମ୍ଭ – କର୍ମକ୍ଷେତ୍ରରେ କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁକୁ ସନେ୍ଦହ କରନ୍ତୁ ନାହିଁ, ଯାହା ଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସୁଖୀ ହେବେ ।

ମୀନ – ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦିୟ ହୋଇପାରନ୍ତି । ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ଧାର୍ମିକ ହେବେ ।

 

Leave A Reply

Your email address will not be published.