Before Header

ରାଶିଫଳ

0 123

ମେଷ – ଆଜି ସ୍ୱନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସୀ ରହିବ, କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ବିଦୁ୍ୟତ ବ୍ୟବସାୟରୁ ଲାଭବାନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଚତୁର୍ଥସ୍ଥ ଶୁକ୍ରଙ୍କ ଯୋଗୁଁ ଲୋକପ୍ରିୟତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମିଥୁନ – ଧନାଧିପତିଙ୍କ ଶୁଭତ୍ୱ କାରନରୁ ଅର୍ଥ ଲାଭ ସହ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

କର୍କଟ – ଚନ୍ଦ୍ର ନିଜ ରାଶିରେ ରହିଥିବାରୁ ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

ସିଂହ – ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକ ପ୍ରକାର ମନ ହାଲୁକା ହୋଇଯିବ । କିନ୍ତୁ କେତୁଙ୍କ କୁପ୍ରଭାବରେ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଶୁଭ ଅଙ୍କ କଫି । ଶୁଭ ଅଙ୍କ ୫ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଆଜି ଅଭିଳାଷ ପୂରଣ ହେବା ସହ ମଜାମଉଜରେ ଦିନଟି ଅତିବାହିତ କରିବେ । କିନ୍ତୁ ଚିତ୍ରା ନକ୍ଷତ୍ର ବୁଝିବିଚାରୀ କାମ କରନ୍ତୁ ନଚେତ୍ ସମସ୍ୟାକୁ ପାକି ଆଭିଲା ଭଳି କାମ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 

ତୁଳା – ରାଶ୍ୟାଧିପ ଏକାଦଶ ସ୍ଥାନରେ ରହିଥିବାରୁ କୌଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ସ୍ତ୍ରୀଙ୍କ ସହ ନତାନ୍ତର ଘଟିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖୀ ହେବେ ।

ମକର – ଆଜି ଯେଉଁ କାମରେ ହାତଦେବେ ସେଥିରେ ଅତି କମ୍ ସମୟରେ ତାହା ସୁବିଧାରେ ସମ୍ପନ୍ନ ହୋଇ ପାରିବ । ଅଟକି ଥିବା କାମଟି ସହଜରେ ହାସଲ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

 

କୁମ୍ଭ – ଭୁଲ୍ ବୁଝାମଣା କାରଣରୁ ବିବାଦିୟ ଘଟଣା ଭିନ୍ନ ଆକାର ଧାରଣ କରିପାରେ, ଏଣୁ ସତର୍କ ରହିବା ଭଲ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାର ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ରାହୁଙ୍କ ଯୋଗୁଁ ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଅବନ୍ନତି ଘଟିବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ । କୌଣସି ଶୁଭ ଖବର ପା ଇମନ ଖୁସୀ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

 

Leave A Reply

Your email address will not be published.