Masthead

ଭଦ୍ରକ ସହରରେ ବୁଲିଲା ବୁଲଡୋଜର

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ସହରରେ ବୁଲିଲା ବୁଲଡୋଜର । ମୋହନ ସରକାରରେ ଭଦ୍ରକ ସହରରୁ ବେଆଇନ୍ ଜବରଦଖଲ ଉଚ୍ଛେଦ କରୁଛି ପ୍ରଶାସନ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଟାଉନ୍ ହଲ୍ ପର୍ଯ୍ୟନ୍ତ ଚାଲିଛି ଜବରଦଖଲ ଉଚ୍ଛେଦ । ୪ ପ୍ଲାଟୁନ୍ ଫୋର୍ସ ସହ ୪ ଇନ୍ସପେକ୍ଟର, ସିଟି ଡିଏସପି, ତହସିଲଦାର ଉପସ୍ଥିତ । ଉଠା ଦୋକାନୀଙ୍କ ଯୋଗୁଁ ସହରରେ ସୃଷ୍ଟି ହେଉଥିଲା ଟ୍ରାଫିକ୍ ସମସ୍ୟା । ସୂଚନା ଅନୁସାରେ ଦୀର୍ଘ ଦିନ ଧରି ଭଦ୍ରକ ସହରେ ଥିବା ଜବରଦଖଲକାରୀଙ୍କ ଦୋକାନ ବଜାର ଭାଙ୍ଗିଲେ ଜିଲ୍ଲା ପ୍ରଶାସନ । ଯାତାୟତ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଥିଲେ ଜିଲ୍ଲାବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ