Masthead

ଭାରତରେ ବନ୍ଦ ହେବ ଫୋର୍ଡ କାରର ଉତ୍ପାଦନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଫୋର୍ଡ କାର ପ୍ରେମୀମାନଙ୍କୁ ଶକ୍ତ ଝଟକା ମିଳିଛି । ଭାରତରେ ଫୋର୍ଡ଼ କମ୍ପାନୀ ନିଜର ଉତ୍ପାଦନ ବନ୍ଦ କରିଥିବାର ସୂଚନା ମିଳିଛି । ଏଖବର ସାମ୍ନାକୁ ଆସିବା ପାରେ ସାରା ଦେଶରେ କାର ପ୍ରେମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ଗତ କିଛି ବର୍ଷ ଧରି ଫୋର୍ଡ କମ୍ପାନୀ ପାଖାପାଖି ଦୁଇ ଆରବ ଡଲାର କ୍ଷତି ସହି ଆସୁଥିଲା ।

ଏହା ପରେ ଆମେରିକୀୟ କମ୍ପାନୀ ଫୋର୍ଡ ସହ ଭାରତୀୟ ସହଯୋଗୀ ଫୋର୍ଡ ଇଣ୍ଡିଆ ମିଳିତ ଭାବରେ କାର ଉତ୍ପାଦନ କରିଥିଲେ । ହେଲେ ଫୋର୍ଡ ଇଣ୍ଡିଆ ଆଉ କମ୍ପାନୀ ସହ କୌଣସି ଚୁକ୍ତି କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି । ଯାହାଫଳରେ ଭାରତରେ ଆଉ ଫୋର୍ଡ କମ୍ପାନୀର କୌଣସି କାର ଦେଖିବାକୁ ମିଳିବ ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ