ମେଷ – ଆଜି ସପ୍ତମସ୍ଥ ଚନ୍ଦ୍ର ଓ ବୁଧ ଯୋଗୁ ପାରିବାରିକ କଳହ ଲାଗିପାରେ । କିନ୍ତୁ ଶୁକ୍ର ପ୍ରଭାବରେ ଦ୍ୱିଜାର ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – କର୍ମକ୍ଷେତ୍ରରେ ସମସ୍ୟା ଜାଲରେ ଛନ୍ଦି ହୋଇ ସ୍ୱଗୃହସ୍ଥ ଶନିଙ୍କ ଯୋଗୁ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

 

ମିଥୁନ – ରବିଙ୍କ ସ୍ଥିତିରୁ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାର୍ଯ୍ୟ ମାଗିବେ । ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ରାଶ୍ୟାଧିପ ଚତୁର୍ଥସ୍ଥ ଯୋଗୁ ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଋଣ ପରିଶୋଧ ପାଇଁ ଦୁଶ୍ଚିନ୍ତା ବୃଦ୍ଧି ପାଇବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

 

ସିଂହ – ମଙ୍ଗଳ ମୀନ ରାଶିସ୍ଥ ଯୋଗୁ ବନ୍ଧୁମାନଙ୍କ ଠାରୁ ଉସôାହ ଓ ପ୍ରେରଣା ପାଇବାର ଆଶା ମଉଳିଯିବ । ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ ପିଙ୍କ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ବ୍ୟାୟାଧିପ ରାଶିରେ ଥିବାରୁ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ପାଇବା କଷ୍ଟକର ହୋଇପାରେ । ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 

ତୁଳା – ବୃହସ୍ପତିଙ୍କ ସାହାର୍ଯ୍ୟରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ ସମସ୍ୟାକୁ ସୁଧାରି ନେଇପାରିବେ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ସ୍ୱଗୃହୀ ଶନିଙ୍କ ଯୋଗୁ ପରିବାରରେ ପାରଷ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

 

ଧନୁ – ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଘରେ ସାଧାରଣ କଥାରେ ସ୍ତ୍ରୀ ସହ ମତପାର୍ଥକ୍ୟ ଦେଖାଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଭାଗ୍ୟସ୍ଥାନକୁ ଦେଖୁଥିବା ମଙ୍ଗଳ ଯୋଗୁ ବନ୍ଧୁମାନଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

 

 

କୁମ୍ଭ – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା ନ କଲେ ପଶ୍ଚାତ୍ତାପ କରିବାକୁ ପଡିପାରେ । ପବ୍ଲିକେଶନ ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସୁଖୀ ହେବେ ।

ମୀନ – ଆଜିର କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଖଳ ଲୋକମାନଙ୍କ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ସୁଖୀ ହେବେ ।

 

Leave a Reply

Your email address will not be published. Required fields are marked *