Before Header

ରାଶିଫଳ

0 99

ମେଷ – ବନ୍ଧୁଙ୍କ ସହାୟତାରେ କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବ । ଆପଣଙ୍କ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – କର୍ମକ୍ଷେତ୍ରରେ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ । ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୫ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଛୋଟ ଛୋଟ କଥାକୁ ନେଇ ପରିବାର ଭିତରେ ତର୍କବିତର୍କ ଲାଗିପାରେ । ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କର୍କଟ – ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ ଆପଣ ମୁଖ୍ୟ ଭୂମିକା ଗ୍ରହଣ କରିବେ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

ସିଂହ – ପାରସ୍ପରିକ ସହ-ଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ । ତଥାପି ଯେ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ଶୁଭ ଅଙ୍କ ଗ୍ରୀନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ପାରିବାରିକ କ୍ଷେତ୍ରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ପରକୁ ଆପଣାର କରିବେ ।

 

ତୁଳା – ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ସରକାରୀ କାମ, ଚୁକ୍ତିପତ୍ର ସକାଶେ ବହୁତ ଶୁଭଫଳ ପାଇବେ । କର୍ମକ୍ଷେତ୍ରରେ ଛୋଟବଡ ସମସ୍ୟାର ସରଳ ସମାଧାନ କରି ଏକପ୍ରକାର ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍ ହୋଇଯିବ । ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

ଧନୁ – ସାହାର୍ଯ୍ୟ ସହ-ଯୋଗ ଲାଭ କରି ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିପାରିବେ । ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।ଦ
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ପରିବାରର ପରିସ୍ଥିତିକୁ ଆଖି ଆଗରେ ରଖି ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ । ପିତା କିମ୍ବା ମାତାଙ୍କ ସ୍ୱାସ୍ଥ୍ୟବସ୍ଥା ରେ ଉନ୍ନତି ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 

କୁମ୍ଭ – ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ ଏବଂ ପାଇବେ ମଧ୍ୟ । ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢିଯିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତି ପଡିଯାଇଥିବ । ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

 

Leave A Reply

Your email address will not be published.