Before Header

ରାଶିଫଳ

0 107

ମେଷ – ଆଜିର ଚନ୍ଦ୍ର ଦେବଗୁରୁଙ୍କ ନକ୍ଷତ୍ରସ୍ଥ ହେତୁ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ସାଧାରଣ ଘଟଣାକୁ ନେଇ ସମସ୍ତାପ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବୃଷ – ଶନି ଦୃଷ୍ଟି ମଙ୍ଗଳ ସ୍ତ୍ରୀଙ୍କ ସ୍ୱାସ୍ଥ୍ୟହାନି ଓ ଆକସ୍ମିକ କଳହର କାରଣ ହେବ । ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସୁଖୀ ହେବେ ।

ମିଥୁନ – ପାରିବାରିକ ସମସୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

କର୍କଟ – ବୃହସ୍ପତିଙ୍କ ପ୍ରଭାବରୁ ଶତ୍ରୁନଶ, ଋଣ ପରିଶୋଧ ସଙ୍ଗକୁ ରୋଗପୀଡା ହ୍ରାସ ଘଟିବ । କର୍ମକ୍ଷେତ୍ରରେ ଅବହେଳା କାରଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ପରକୁ ଆପଣାର କରିବେ ।

 

ସିଂହ – ରବିଙ୍କ ଦୁର୍ବଳତା କାରଣରୁ ସ୍ୱାସ୍ଥ୍ୟ ପ୍ରତି ଯନôବାନ୍ ରହିବା ଠିକ୍ ହେବ । ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିପାରେ । ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ବଳଶାଳୀ ବୁଧ ବୌଦ୍ଧିକତା ବୃଦ୍ଧି କରି ସାମାଜିକ ସ୍ତରରେ ସମ୍ମାନ ଓ ପ୍ରତିଷ୍ଠା ପ୍ରଦାନ କରିବେ । ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

 

ତୁଳା – କର୍ମାଧିପ ଭାଗ୍ୟସ୍ଥ ହେତୁ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନô କଲେ ଚେହ୍ଟା କଦାପି ବିଫଳ ହେବନି । ଉଚ୍ଛ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ମୁଖଭାବରେ ବୃହସ୍ପତି ଥିବାରୁ ଔଚିତ୍ୟପୂର୍ଣ୍ଣ କଥା କହି ପ୍ରିୟଜନଙ୍କ ଶ୍ରଦ୍ଧାଭାଜନ ହେବେ । ସଂଗୀତରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

 

ଧନୁ – ମୁହଁରେ ମଧୁରତା ପ୍ରକାଶ ପାଇଲେ ମଧ୍ୟ ମାନସିକ ସ୍ତରରେ ଅନ୍ୟମନସ୍କତା ଲାଗି ରହିବ । ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଆଜି ଶନିଙ୍କ ପ୍ରଭାବରୁ ଆପଣଙ୍କ କୌଣସି କାମ ଅଟକି ରହିବ ନାହିଁ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ଧାର୍ମିକ ହେବେ ।

 

କୁମ୍ଭ – କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁଙ୍କ ସାହାର୍ଯ୍ୟରୁ ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବାରୁ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ଅଷ୍ଟମସ୍ଥ ବୁଧ ଯୋଗୁ ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାଗୁଡିକୁ ସାମନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି । ବନ୍ଧୁଙ୍କ ନିକଟରୁ ଅନାଦାର ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।

 

Leave A Reply

Your email address will not be published.