Before Header

ରାଶିଫଳ

0 90

ମେଷ – ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଆନନ୍ଦ ଉପଭୋଗ କରିପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବୃଷ – ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଆନନ୍ଦରେ ଅଧୀର ହେବେ । ସାରା ଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣ ପରିଶୋଧ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମିଥୁନ – ଅଧ୍ୟୟନରତ ଓ ଶୁଭ ଖବର ପାଇ ଖୁସି ହେବେ । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଦୁଃସାହସିକ କାର୍ଯ୍ୟ କରି ପୁରସ୍କୃତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କର୍କଟ – ବାଦବିବାଦରେ ବିଜୟୀ ହେବେ । କୃଷି କର୍ମକାରୀ ହୋଇପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଯାନବାହନ ସୁଖ ମିଳିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ସିଂହ – ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଭଗବତ୍ ଚିନ୍ତାରେ ମଗ୍ନ ହୋଇପାରନ୍ତି । ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ବିଭାଗୀୟ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଭାଗ୍ୟର ପିବର୍ତ୍ତନ ଘଟିବ । ବିଭିନ୍ନ ଦିଗରୁ ଧନାଗମ ହେବ । ପାରିବାରିକ ସୁଖ ମିଳିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୁଖୀ ହେବେ ।
ତୁଳା – ରୋଜଗାରର ମାତ୍ରା ବୃଦ୍ଧି ଏବଂ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ନୂଆବନ୍ଧୁ ଜୁଟି ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ୨ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – କାର୍ଯ୍ୟ ବ୍ୟସ୍ତ ରହିବେ । ଉଚ୍ଚ ଆଶା ଫଳବତୀ ହେବ । ମର୍ଯ୍ୟାଦା ରକ୍ଷା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ସବୁଠୁଁ ଭଲ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୯ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ସୁସମ୍ବାଦ ପାଖ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍ କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସବୁ ବାଧା-ବିଘ୍ନକୁ ଏଡାଇ ସରକାରୀ କୃପା ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମକର – ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି ଘଟିବ । କର୍ମକ୍ଷେତ୍ରରେ ଉସôାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଉତ୍ ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶ୍ରମ ସାର୍ଥକ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ଆଲୋଚନା ସୌଜନ୍ୟପୂର୍ଣ୍ଣ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୨ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ଦୃଢ ମନୋବଳ ନେଇ କାର୍ଯ୍ୟ ସଂପାଦନ କରିପାରନ୍ତି । ଯଶସ୍ୱୀ ହୋଇପାରନ୍ତି । ବିଜୟୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ଞ୍ଜ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

Leave A Reply

Your email address will not be published.