ମେଷ – ବିଭିନ୍ନ ସମସ୍ୟାମୂଳକ କାରଣରୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍ ରହି ନ ପାରେ । ଅବଶ୍ୟ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – କୁଟନୈତିକ କୌଶଳ ପ୍ରୟୋଗ କରି କାର୍ଯ୍ୟହାସଲରେ ସମର୍ଥ ହେବେ । ବନ୍ଧୁ ମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋସôାହନ ପାଇ ମନୋବଳ ବୃଦ୍ଧି ପାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

 

ମିଥୁନ – ପରିସ୍ଥିତିର ବଶବର୍ତୀ ହୋଇ ଆପଣ କିଛି ମିଥ୍ୟା ପ୍ରତିଶୃତି ଦେଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରିପାରନ୍ତା ସମସ୍ତ ପ୍ରକାରର ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ଶାରୀରିକ ଅସୁସ୍ଥତା କେତେକାଂଶରେ ମାନସିକ ସ୍ଥିତିକୁ ଦୁର୍ବଳ କରି ଦେବ । ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତିସତର୍କ ରହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ସକାଳୁ ସକାଳୁ କୌଣସି ଖବର ମନକୁ ବିଚଳିତ କରିପାରେ । ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତବ୍ୟାହତ ହେବ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଆପଣ ଚିନ୍ତାଧାରା ଅନୁଯାୟୀ କାମ ଗୁଡିକ ତଦନୁରୂପ ହେବାରେ କୌଣସି ଅସୁବିଧା ରହିବ ନାହିଁ । ଅର୍ଥ ସଂକଟ ହେତୁ କାମ ଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

 

ତୁଳା – ଆପଣଙ୍କ ସୁଦୂରପ୍ରସାରୀ ଆଶା ଓ କାମନା ଚରିତାର୍ଥ ହେବାର ଅନୁକୂଳ ଅବସର ପାଇବେ । ସାହିତ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ପ୍ରତ୍ୟେକ ପଦକ୍ଷେପରେ ଆପଣଙ୍କ ପ୍ରତୁ୍ୟତ୍ମନମତିତା ହେତୁ କୌଶଳରେ କାମ ଗୁଡିକୁ ହାସଲ କରିବେ । ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

 

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ବିଶେଷ ଗୁରୁତର ହେବାର କୌଣସି ଆଖିଦୃଶିଆ ବିଲକ୍ଷଣ ଦେଖା ଯିବ ନାହିଁ । ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ସମସ୍ୟା ଲାଗି ରହୁଥିବାରୁ ମନରେ ବିଭିନ୍ନ ପ୍ରକାରର ଦୁଃଶ୍ଚିନ୍ତା ଦେଖା ଦେଇପାରେ । ଅର୍ଥ ପାଇବା ପାଇଁ ବିନୟପୂର୍ଣ୍ଣ କଥା କହିବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

କୁମ୍ଭ – କର୍ମକ୍ଷେତ୍ରରେ କାମ ହାସଲ କରିବା ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ । ଉପରିସ୍ଥ ଅଫିସରଙ୍କ ମୁହଁ ସାମ୍ନାରେ ପ୍ରକାଶ କରିବାକୁ ପଛେଇଯିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ପାରିବାରିକ ସ୍ଥିତିରେ ସୁଧାର ଆସିଲେ ମଧ୍ୟ କର୍ମକ୍ଷେତ୍ରର ସମସ୍ୟା ସୁଖ, ସନ୍ତୋଷ ଦେଇ ପାରିବ ନାହିଁ । ଗୁରୁଜନଙ୍କ ସାନ୍ତ୍ୱନା ବାଣି ମନରେ ଆଶ୍ୱସ୍ତି ଭରିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖଭାରା ଦିନଟି ।

 

Leave a Reply

Your email address will not be published. Required fields are marked *