Before Header

ରାଶିଫଳ

0 105

ମେଷ – ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗୁ ଧନହାନି କିମ୍ବା ଅର୍ଥ ସମ୍ପର୍କୀୟ ବିବାଦ ଲାଗିପାରେ । ବହୁ ଲୋକଙ୍କ ମେଳରେ ଅଧିକାଂଶ ସମୟ କଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଶନି ଓ ଶୁକ୍ରଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ଫୁଲାଫାଙ୍କିଆ ମିଜାଜରେ ସମୟରେ ଅପଚୟ କରିପାରନ୍ତି । ମାନସିକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

ମିଥୁନ – ଆଜି ଆପଣ ହସଖୁସୀର ପରିବେଶ ଭିତରେ ନିଜକୁ ହଜାଇ ଦେବେ । ମାତ୍ର କେତେକ କ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ଆତ୍ମବଡିମା ପ୍ରକାଶ କରି ଉପହସିତ ହେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ରବି ଏବଂ ବୁଧ ତଥା ଶୁକ୍ର କ୍ଷେତ୍ର ପରିବର୍ତ୍ତନ କରିଥିବାରୁ ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

 

ସିଂହ – ଆଜି ସାମୟିକ ବିଭିନ୍ନ ପ୍ରକାରର ଅସ୍ୱାଭାବିକ ପରିସ୍ଥିତିକୁ ସାମ୍ନା କରି ମନ ଚିନ୍ତା ସାଗରରେ ଭାସି ବୁଲିବ । ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ରବି ରାଶିରେ ଥିବାରୁ ପରିଣାମ କ’ଣ ହେବ ସେଥି ପାଇଁ ଚିନ୍ତା କରନ୍ତୁ ନାହିଁ । ସାମନ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଭିତରେ କାମ ହାସଲ କରି ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖଭାରା ଦିନଟି ।

 

 

ତୁଳା – ସାମାଜିକ ସ୍ତରରେ ନିଜକୁ ଆଗରେ ରଖିପାରିବେ ନାହିଁ, ଫଳରେ ପଶ୍ଚାତ୍ତାପ କରିପାରନ୍ତି । ଆଗମୀ ଆନୁଷ୍ଠାନିକ ଉସôବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – କେତୁ ଓ ଶନିଙ୍କ ସ୍ଥିତିଜନିତ ନିଜ ବାସସ୍ଥାନ ନିକଟରେ ରହୁଥିବା ଲୋକଟିଏ ଆପଣଙ୍କୁ ମିଛ କଥା କହିପାରେ । ଅନ୍ୟମାନଙ୍କୁ ସନେ୍ଦହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 

ଧନୁ –ଆପଣଙ୍କ ବ୍ୟକ୍ତି କୈନ୍ଦ୍ରିକ ଚିନ୍ତାଧାରା ସାମାଜିକ ଜୀବନରେ ଅଶାନ୍ତିର କାରଣ ବନିପାରେ । ଦୈନିକଚର୍ଯ୍ୟା ସ୍ୱାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – ଆଜି କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ସହ ଟେନ୍ସନ ଲାଗି ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ପରକୁ ଆପଣାର କରିବେ ।

 

କୁମ୍ଭ – ଅନ୍ୟମାନଙ୍କ ପ୍ରରୋଚନାରେ ନିଜର ଆତ୍ମୀୟା ଜଣେ କିଛି ସମସ୍ୟା ସୃଷ୍ଟିରେ ସାହାର୍ଯ୍ୟ କରିପାରନ୍ତି । ନ ଥିବା ଜିନିଷ ପାଇଂ ତର୍କ ଓ ବିବାଦ ବଢିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମୀନ – ନୂତନ ଗାଡି, ମୋଟର, ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରି ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

 

Leave A Reply

Your email address will not be published.