ମେଷ – ଆଜି ସପ୍ତମଭାବସ୍ଥ ଗ୍ରହମାନଙ୍କୁ ଶନି ଓ ମଙ୍ଗଳ ଦେଖୁଥିବାରୁ ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ, ପରିବାର, ବାଣିଜ୍ୟ, ବ୍ୟବସାୟ, ଯାନ ବାହନ ପ୍ରତି ସତର୍କ ରହିବା ଭଲ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଶୁକ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତିଜନିତ ବିଳମ୍ବିତ ସମୟରେ କାମ ହାସଲ ହେବ । କୌଣସି ନୂତନ କର୍ମାରମ୍ଭ କରିବା ସକାଶେ ମନ ବଳାଇବେ, ଯାହା କି ସମସ୍ୟା ବହୁଳ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

 

ମିଥୁନ – ଧନାଧିପତିଙ୍କ ଶୁଭତ୍ୱ ପ୍ରଭାବରୁ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ । କୌଣସି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ପରିବାର ଭିତରେ ଝଡ ଉଠିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ରବିଙ୍କ ଦୁର୍ବଳତା କାରଣରୁ ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଅର୍ଥ ଅବାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ । ସହ-ଯୋଗ ନ ଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

ସିଂହ – ତୃତୀୟଭାବସ୍ଥ ମଙ୍ଗଳ ଦେଖୁଥିବାରୁ ସମସ୍ୟାର ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ଅକ୍ଷିଣ୍ଣ ରହିବ । ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – ମୁଖଭାବସ୍ଥ ବୁଧାଦିଗ୍ରହଙ୍କ ପ୍ରଭାବରେ କଥାବାର୍ତ୍ତା ଓ ବ୍ୟବହାରରେ ସଂଯମତା ଆଚରଣ ନ କଲେ କଳହ ଲାଗିପାରେ । ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 

ତୁଳା – କର୍ମାଧିପ ରାଶିରେ ଅବସ୍ଥାନ କରୁଥିବାରୁ ବିଭିନ୍ନ ପ୍ରକାରର କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ହୋଇପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢି ବଢି ଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ରାଶିରେ କେତୁ ଗ୍ରହ ଆପଣଙ୍କୁ ଅସୁସ୍ଥମାନସିକତା ଜନିତ ଅପରିଣାମଦର୍ଶୀ କରାଇପାରେ । ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖଭାରା ଦିନଟି ।

 

ଧନୁ – ଦ୍ୱିତୀୟସ୍ଥ ଶନି ହେତୁ ନିଜ ନିଜର ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମକର – ବକ୍ରୀ ମଙ୍ଗଳଙ୍କ ସ୍ଥିତିଜନିତ ପାଖ, ପଡୋଶୀଙ୍କ କୌଣସ ସ୍ପର୍ଶକାତର କଥାରେ ଚିହ୍ନା ପଡିବା ଠିକ୍ ହେବ ନାହିଁ । ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

 

କୁମ୍ଭ – ପାପଗ୍ରହମଧ୍ୟସ୍ଥ କର୍ମାଧିପ ଯୋଗୁଁ ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ଆପଣ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବା ସହ ଅର୍ଥନୈତିକ ଅବରୋଧ ହଟିଯିବ । ଯାନ୍ତ୍ରିକ ଜିନିଷ କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

 

Leave a Reply

Your email address will not be published. Required fields are marked *