Before Header

ରାଶିଫଳ

0 60

ମେଷ – ଆଜି ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ । ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସମର୍ଥନ କାମକୁ ଆଗକୁ ବଢାଇ ନେବାରେ ସାହାର୍ଯ୍ୟ କରିବ । ସାଭାସମିତିରେ କିମ୍ବା ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସାମାଧାନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ସମସ୍ୟାବହୁଳ କର୍ମକ୍ଷେତ୍ର ରହିଥିଲେ ମଧ୍ୟେ ଅର୍ଥବଳରେ ଅସାଧ୍ୟ ସାଧନର ରାସ୍ତା ଉନ୍ମୁକ୍ତ ହେବ । ଗାଡିମୋଟର ସମ୍ପର୍କୀୟ ସମସ୍ୟା ଆସିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ପରିବାରରେ ଅଯଥା ବିରକ୍ତିବୋଧ ଓ ଲଘୁ କ୍ରୋଧ ପ୍ରକାଶ କରି ଆତ୍ମୀୟସ୍ୱଜନଙ୍କ ବିରାଗଭାଜନ ହେବେ । ଯେକୌନସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ – କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍କ କରିବାରେ ପ୍ରଗାଢ ଚେଷ୍ଟା କରିପାରନ୍ତି, ଅଧୁରା କାମକୁ ହାସଲ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ଆଜି ଆପଣ ଏକାଧାରାରେ ଅର୍ଥ, ସମ୍ମାନ, ବନ୍ଧୁମିଳନ ଓ ସାମାଜିକ ପ୍ରତିଷ୍ଠାର୍ଜନ କରିବେ । ଧର୍ମାନୁଷ୍ଠାନ କିମ୍ବା ସାଗଂଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖୀ ହେବେ ।

 

ତୁଳା – ଜନିଜମାକ୍ରୟବିକ୍ରୟ, ଗୃ ପରିବର୍ତ୍ତନ, ସ୍ଥାନାନ୍ତର ତଥା ଅର୍ଥ ସମ୍ପର୍କୀୟ ଅନୁଚିନ୍ତା କରିବେ । ସାମାନ୍ୟ ବିଶ୍ରାମ କିମ୍ବା ଲଗୁ ଭୋଜନର ଅବସର ପାଇବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ବିିଭିନ୍ନ ପ୍ରକାରର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଅଶାନ୍ତିର କାରନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

 

ଧନୁ – ଆପଣଙ୍କ ଭୁଲ୍ ନିଷ୍ପତ୍ତି ଓ ବିବାଦୀୟ ମନ୍ତବ୍ୟ ପରିବେଶ ଓ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧ କଥା କହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜିର ଯାତ୍ରା ସମୟରେ ସ୍ଥାନ,କାଳ, ପାତ୍ରାନୁସାରୀ କଥାର ବ୍ୟତିକ୍ରମ ଅଯଥା ବିବାଦର ସୂତ୍ରପାତ କରିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

 

କୁମ୍ଭ – ଭୁଲ୍ ବୁଝାମଣାରୁ ପାରିବାରିକ କଳହ, ବିତର୍କରୁ ଲୋକ ସମ୍ପର୍କ ହାନି ଓ ବନ୍ଧୁବର୍ଗଙ୍କ ସହ ସମ୍ପର୍କକୁ ତିକ୍ତ କରାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମୀନ – ବନ୍ଧୁମାନଙ୍କୁ ସାହାର୍ଯ୍ୟ କରିବାକୁ ଯାଇ ନିଜକୁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

 

Leave A Reply

Your email address will not be published.