Before Header

ରାଶିଫଳ

0 74

ମେଷ – ଆଜି ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହା କି ଆଗାମି ସମୟ ପାଇଁ କାମରେ ଆସିବ । ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ । କିନ୍ତୁ ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ସାମୟିକ ଭୁଲ୍ ବୁଝାମଣା କରନରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 

ସିଂହ – କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ । ସ୍ତ୍ରୀ କିମ୍ବା ସ୍ୱାମୀଙ୍କ ସହମତିରେ କାମ କଲେ ଉପକୃତ ହେବେ । ଶୁଭ ଅଙ୍କ କଫି । ଶୁଭ ଅଙ୍କ ୭ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବ୍ୟୟାଧିପ ରାଶିରେ ଥିବାରୁ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ପାଇବା କଷ୍ଟକର ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।

 

ତୁଳା – ସହକର୍ମୀଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । କିନ୍ତୁ ସାୟାହ୍ନେ ଶାରୀରିକ ପୀଡା ଯୋଗୁ ମନ ବିଚଳିତ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୁଖୀ ହେବେ ।

ବିଛା – ଦିନସାରା ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ । ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

 

ଧନୁ – ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ । ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁ ବିଚଳିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ସତର୍କତା ଅଭାବରୁ ଚୋରି, ପକେଟମାର ଅଥବା ଅସାବଧାନତା କାରଣରୁ ଧନହାନିର ସୂଚନା ରହିଛି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

 

କୁମ୍ଭ – ଆଜିର ଜୀବନଚର୍ଯ୍ୟା ମଧ୍ୟରେ ଅତୀତକୁ ଧରି ବସିଲେ ବର୍ତ୍ତମାନକୁ ହରାଇବାକୁ ପଡିବ । ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ ଏବଂ ଆଜି ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ । ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 

Leave A Reply

Your email address will not be published.