ମେଷ – ଦ୍ୱିଜା ନକ୍ଷତ୍ରର ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।
ବୃଷ – କୌଣସି କ୍ଷେତ୍ରରେ ଅଯଥା ଅଧୈର୍ଯ୍ୟ ହୁଅନ୍ତୁ ନାହିଁ, ବନ୍ଧୁଙ୍କ ସହାନୁଭୂତି ନିଶ୍ଚିୟ ଲାଭ କରିବେ । ରୋହିଣୀ ନକ୍ଷତ୍ରର ଅଭାବ ପୂରଣ ଦିଗରେ ସହକର୍ମୀ କିମ୍ବା ପାଖ ପଡୋଶୀଙ୍କ ସାହାର୍ଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଆଜିର ପ୍ରତୁ୍ୟଷ ଯାତ୍ରା ଦୀର୍ଘ ଦିନ ଆଶା ଓ ଅଭିଳାଷକୁ ସାକାର କରାଇବ । ମୃଗଶିରା ନକ୍ଷତ୍ରର ସ୍ୱାସ୍ଥ୍ୟରେ ଉନ୍ନତି, ଗୃହ, ଜମିଜମା, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।
କର୍କଟ – କୌଣସି ଏକ ନୂତନ ପରିବେଶରେ ଭିନ୍ନ ପ୍ରକାର ସ୍ୱାଦର ଅନୁଭୂତି ଲାଭ କରିବେ । ଭ୍ରମଣ ସୁଯୋଗ, ସତ୍-ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଏକପ୍ରକାର ଖୁସି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ସିଂହ – ମଘା ନକ୍ଷତ୍ର ପାଁ ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରରେ ଯୋଜନାକୁ ବଦଳାଇ ଦେଇପାରେ । ଋଣ ସୂତ୍ରରେ ଅର୍ଥ ଲାଭ ପାଇଁ ପ୍ରଯନô କରିବେ ତଥାପି ମନରେ ଶାନ୍ତି ଆସି ନ ପାରେ । ଶୁଭ ରଙ୍ଗ ଗାଢ ପିଙ୍କ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ଚିତ୍ରା ନକ୍ଷତ୍ର ପାଇଁ ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରର ଯୋଜନାକୁ ବଦଳାଇ ଦେଇପାରେ । ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନô କରିବେ ତଥାପି ମନରେ ଶାନ୍ତି ଆସି ନ ପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଦର୍ଶନୀୟ ସ୍ଥାନ ଭ୍ରମଣ ପାଇ ମନ ବଳାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ସାଧାରଣ କଥାରେ ମନରେ ବିରକ୍ତି ଜାଗ୍ରତ ହେବା ସହ କାଥାଭାଷାରେ କଠୋରତା ବୃଦ୍ଧି ପାଇବ । ଆନୁଷ୍ଠାନିକ କାମ କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।
ଧନୁ – ଭୁଲ୍ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି । ପୂର୍ବାଷାଢା ନକ୍ଷତ୍ରର ଅର୍ଥନୈତିକ ଦୃଷ୍ଟି କୋଣରୁ ଦିନଟି ଶୁଭଙ୍କରୀ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଆଜି ସତର୍କତା ଅଭାବରୁ ଧନହାନି, କଳହ କିମ୍ବା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – ଶୁକ୍ରଙ୍କ ଶୁଭ ପ୍ରଭାବରୁ ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ । ପିଲାଙ୍କ ମନ ଉଦ୍ ବିଗ୍ନ ରହିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
ମୀନ – ପ୍ରିୟ ବନ୍ଧୁମାନଙ୍କ ଆଦରସୋହାଗ ମନକୁ ପ୍ରଫୁଲ୍ଲିତ କରି ରଖିବ । ପୂର୍ବଭାଦ୍ରର ନକ୍ଷତ୍ର ଯୋଗୁ ଆଶାଜନକ ଅର୍ଥ, ସମ୍ମାନ, ଉପଢୌକନ, ବସ୍ତ୍ର ଭୂଷଣାଦି ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *