Before Header

ରାଶିଫଳ

0 49

ମେଷ – ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗ ଧନହାନିର କାରଣ ହୋଇପାରେ । ମିଥ୍ୟାଭାଷଣରୁ ବନ୍ଧୁ ସମ୍ପର୍କ ଫିକା ପଡିଯିବ । ଯାନାବାହନରେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଆଜି ପାପଗ୍ରହ ଯୁକ୍ତ କାରନରୁ ପ୍ରତ୍ୟେକ ପରିସ୍ଥିତିରେ ଆପଣ କମ୍-ଜୋର ରହିବେ । ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ – ବ୍ୟୟସ୍ଥାନ ପାପଗ୍ରହ ପ୍ରଭାବରୁ ଖର୍ଚ୍ଚ ଭାର ବୃଦ୍ଧି ପାଇବା ଦୁଶ୍ଚିନ୍ତାର କାରଣ ହେବ । ଇଚ୍ଛା ନ ଥିଲେ ଅସ୍ଥିର ମନ ହେତୁ କଥାରେ ସଂଯମତା ହୋଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାଢ଼ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।
କର୍କଟ – ଆପଣଙ୍କ ରାଶି ଥଣ୍ଡା ଗ୍ରହ ଶନିଙ୍କ ଦୃଷ୍ଟିରେ ତôବାରୁ ସହନଶୀଳତା ଓ ଉଦାର ମନୋଭାବ କାରଣରୁ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ସିଂହ – କର୍ମାଧିପ ନୀଚରାଶିରେ ଥିବାରୁ ଆଜିର କାର୍ଯ୍ୟରେ କିଛିଟା ବ୍ୟତିକ୍ରମ ସୃଷ୍ଟି ହୋଇପାରେ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବ୍ୟକ୍ତିଗତ ମଜା ମଉଜ ଓ ସୁଖ, ସୁବିଧାକୁ ପ୍ରାଧାନ୍ୟ ଦେଇ ଦାୟିତ୍ୱପୂର୍ଣ୍ଣ କାମଗୁଡିକୁ ଅବହେଳା କରିବେ । ଫଳତଃ ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା – ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ସକାଶେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅଟକି ରହିଥିବା ବହୁତ ଗୁଡିଏ କାମ ଟେନ୍ସନ ବଢାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ୩ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖୀ ହେବେ ।

ବିଛା – ମାନସିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସକାଶେ ବୃହସ୍ପତିଙ୍କ ଅବଦାନ ରହିବ । ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଆପଣଙ୍କ ରୋକ୍ ଠୋକ୍ କଥା ବନ୍ଧୁଙ୍କ ମନରେ ଆଘାତ ସୃଷ୍ଟି କରିବ । ଅନ୍ୟମନସ୍କତା କିମ୍ବା ବିସ୍ମରଣ ଜନିତ କୌଣସି ଜିନିଷ ହରାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।
ମକର – ଆଜି ଯାହା ଓ ଯେମିତି ଆଶା କରୁଛନ୍ତି ସେମିତି ହିଁ ପାଇବରେ କୌଣସି ଅସୁବିଧା ରହିବ ନାହିଁ । ବିବାଦିୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁନି ସମସ୍ତ ବୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଭଲ ରହିବ ନାହିଁ । ଅସୁସ୍ଥତା କାରନରୁ କେତେକ କାମରେ ଅବହେଳା କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ଞ୍ଜ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

Leave A Reply

Your email address will not be published.