Masthead

ବାରାଣସୀରେ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ: ଏସ ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। କାରଣ ବାରଣାସୀ ସହରର ଲୋକେ ଭାରତର ବୈଦେଶିକ ନୀତିକୁ ଗଭୀର ଭାବେ ଜାଣିବା ପାଇଁ ତିବ୍ର ଇଚ୍ଛା ପ୍ରକାଶ କରୁଛନ୍ତି, ଯାହାକି ମୋଦିଙ୍କ ଶାସନରେ ଦେଶର ପ୍ରଗତି ଉପରେ ଗର୍ବକୁ ଦର୍ଶାଉଛି ବୋଲି କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର । ଜୟଶଙ୍କର କହିଛନ୍ତି ମୁଁ ଏହି ନିର୍ବାଚନରେ ଅନୁଭବ କରିଛି ଯେ ଲୋକେ ଦେଶର ବୈଦେଶିକ ନୀତି ବିଷୟରେ ଅଧିକ ଜାଣିବାକୁ ଚାହାନ୍ତି।

ସେମାନଙ୍କୁ ଏହି କଥା ଉପରେ ଗର୍ବ ହେଉଛି ଯେ ମୋଦି ଏହି ଦେଶକୁ କେଉଁଠାକୁ ନେଇ ଯାଇଛନ୍ତି। ବାରାଣସୀରେ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। ଆମେ ସାରା ଦେଶରେ ପ୍ରାୟ ୬୦ ସହରରେ ଜି-୨୦କୁ ଏକ ଉତ୍ସବ ଭଳି ପାଳନ କରିଥିଲୁ। ମୋତେ ଲାଗୁଛି ଯେ ଆଗାମୀ ଦିନରେ ଏଠାରେ ପର୍ଯ୍ୟଟନ ନିଶ୍ଚିତ ଭାବେ ବଢ଼ିବ। ଆମେ କାଶୀକୁ ପ୍ରୋତ୍ସାହିତ କରିବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ