Masthead

ଭାରତ ଆସୁଛନ୍ତି ୟୁକ୍ରେନ ବୈଦେଶିକ ମନ୍ତ୍ରୀ ଏମିନି ଡିଜାପୋର୍ଭା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜିଠୁ ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ୟୁକ୍ରେନର ଅତିରିକ୍ତ ବୈଦେଶିକ ମନ୍ତ୍ରୀ ଏମିନି ଡିଜାପୋର୍ଭା । ଋଷ ଓ ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରଠାରୁ ୟୁକ୍ରେନର ମନ୍ତ୍ରୀ ପ୍ରଥମ ଥର ପାଇଁ ଭାରତ ଆସୁଛନ୍ତି । ଏମିନି ଏହି ଗସ୍ତ ସମୟରେ ଭାରତର ବୈଦେଶିକ ମନ୍ତ୍ରାଳୟ ସହ ବ୍ୟାପକ ଆଲୋଚନା କରିବେ ବୋଲି ସ୍ପଷ୍ଟ ହୋଇଛି ।

ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁକ୍ରେନ୍ ଯିବା ପାଇଁ ନିମନ୍ତ୍ରଣ କରିବେ ବୋଲି ଜଣାପଡ଼ିଛି । ଭାରତ ଓ ୟୁକ୍ରେନ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କ ଓ ବିଶ୍ବ ସମସ୍ୟା ନେଇ ଆଲୋଚନା ହେବ । ଋଷର ଆକ୍ରମଣ ଯୋଗୁଁ ୟୁକ୍ରେନର ହୋଇଥିବା କ୍ଷତି ସମ୍ପର୍କରେ ସବିଶେଷ ତଥ୍ୟ ଦେବେ ଏମିନି । ଗତବର୍ଷ ଭାରତ ସରକାର ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି