Masthead

୪ ହାତୀ ଦାନ୍ତ ଜବତ

ବାରିପଦା (ବଡ଼ ଖବର ବ୍ୟୁରୋ):  ଶିମିଳିପାଳ ଅଞ୍ଚଳରୁ ୪ଟି ହାତୀ ଦାନ୍ତ ଜବତ । ଏହାସହ ୫ଜଣକୁ ଗିରଫ କରିଛି ବନବିଭାଗ । ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନ ସହ ରାଇରଙ୍ଗପୁର ଡିଭିଜନର ଏସିଏଫଓ , ରେଞ୍ଜ ଅଫିସରଙ୍କ ଏକ ସ୍ବତନ୍ତ୍ର ଟିମ୍ ଯଶିପୁର ଅଞ୍ଚଳରୁ ଚଢାଉ କରି ଏହି ସଫଳତା ପାଇଥିବା ନେଇ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ