Masthead

ଜଙ୍ଗଲ ନିଆଁ ମନୁଷ୍ୟକୃତ: ପ୍ରଦୀପ ଅମାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ନିଆଁକୁ ନେଇ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ । ସେ କହିଛନ୍ତି ଜଙ୍ଗଲ ନିଆଁ ମନୁଷ୍ୟକୃତ । କେହି ଦୁର୍ବୃତ୍ତ ଶିକାର ପାଇଁ ନିଆଁ ଲଗାଉଛନ୍ତି । ଆଉ କିଏ ମହୁଲ ଓ ଶାଳ ମଞ୍ଜି ସଂଗ୍ରହ ପାଇଁ ନିଆଁ ଲଗାଉଛନ୍ତ । କିଛି ସମୟରେ ବି ନିଆଁ ଲାଗୁଛି । କେବଳ ଜଙ୍ଗଲ ନୁହେଁ ଚାଷ ଜମିରେ ବି ନିଆଁ ଲାଗୁଥିବା ନେଇ ସାଟେଲାଇଟ ସର୍ଭେରୁ ଜଣାପଡିଛି । ୯୮% ନିଆଁ ଆୟତ୍ତ କରାଯାଇଛି । ତୁରନ୍ତ ଦୁର୍ବୃତ୍ତଙ୍କୁ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ତଳସ୍ତର ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ