Masthead

ଖରା ଆରମ୍ଭରୁ ଜଙ୍ଗଲରେ ନିଆଁ!

ସାହାରପଡ଼ା (ବଡ଼ ଖବର ବ୍ୟୁରୋ): ଖରା ଆରମ୍ଭରୁ ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ବହୁ ବାଉଁଶ ଗଛ ପୋଡ଼ିଗଲା । କେନ୍ଦୁଝର ଜିଲ୍ଲା କେନ୍ଦେପଶି ପଞ୍ଚାୟତ କଟିଆପଡା ଗ୍ରାମ୍ୟ ଜଙ୍ଗଲରେ ଆଜି ନିଆଁ ଲାଗି ବହୁ ସଂଖ୍ୟାରେ ମୂଲ୍ୟବାନ ଗଛ ପୋଡ଼ିଯାଇଛି। ସୂଚନାରୁ ପ୍ରକାଶ ଯେ, ସୋମବାର ଦିନ ୩ଟା ସମୟରେ କେହି ଜଣେ ଦୃର୍ବୁତ୍ତ ନିଆଁ ଲଗାଇ ଦେଇଥିବା ବେଳେ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ଚେଷ୍ଟା କରିଥିଲେ।

ପରେ ପାଟଣା ଦମକଳବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲେ। ସେହିପରି ରାଜନଗର ଦଶରଥପୁର ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଥିବା ଫାୟାର ଅଫିସର ରମେଶ ଚନ୍ଦ୍ର ଦାସ କହିଛନ୍ତି। ଜଙ୍ଗଲ ବିଭାଗ ପକ୍ଷରୁ ଏଦିଗରେ ଲୋକଙ୍କୁ ସଚେତନ କରାଯିବାକୁ ସାଧରଣରର ଦାବି ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା