Masthead

ଶିକାରୀ ଗୁଳିରେ ବନକର୍ମଚାରୀ ମୃତ

ବାରିପଦା (ବଡ଼ ଖବର ବ୍ୟୁରୋ):  ବନ ବିଭାଗ ଅଵହେଳା ପାଇଁ ଶିକାରୀ ହାତରେ ଜୀବନ ହାରିଲେ ବନ କର୍ମଚାରୀ। ଶିମିଳିପାଳ ରେ ଚାଲିଛି ଅବାଧ ପଶୁ ଶିକାର ।ଆଉ ଏହାକୁ ରୋକି ପାରୁନି ବନ ବିଭାଗ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ବାଙ୍ଗରିପୋଷି ରେଞ୍ଜ ଚାକିଡି ବିଟ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା।ମୃତ ଫରେଷ୍ଟ ଗାର୍ଡ ହେଲେ ବିମଲ କୁମାର ଜେନା।

କିଛି ଦିନ ହେଲା ଶିମିଳିପାଳ ଅଭୟାରଣ୍ୟରେ ବନକର୍ମଚାରୀ ଘନ ଘନ ପାଟ୍ରୋଲିଂ ଯୋଗୁଁ ଅସୁବିଧାରେ ପଡିଥିଲେ ଶିକାରୀ । ଅଭୟାରଣ୍ୟରେ ଅବାଧ ଶିକାର କରିପାରୁନଥିବାରୁ ରାଗରେ ଶିକାରିମାନେ ଗୁଳି କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଏହାଛଡା ବିଭିନ୍ନ ସମୟରେ ବନବିଭାଗ ପକ୍ଷରୁ ଧରପଗଡ କରାଯାଇ ଶିକାରୀଙ୍କୁ ଗିରଫ କରାଯାଉଛି । ତେଣୁ ଉଦ୍ଦେଶ୍ୟମୂଳକ ଭାବେ ଫରେଷ୍ଟ ଗାର୍ଡଙ୍କୁ ଗୁଳି କରି ହତ୍ୟା କରିଥିବା ଚର୍ଚ୍ଚା ହେଉଛି । ଖବର ପାଇ ପୋଲିସ ଏବଂ ବନ ବିଭାଗ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ