Masthead

୫ ଦଫା ଦାବି ନେଇ ବନକର୍ମଚାରୀଙ୍କ ଆନ୍ଦୋଳନ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ମେ’ ୨୪ରେ ବନରକ୍ଷୀ ବିମଳ ଜେନା ଓ ଜୁନ୍ ୧୬ ରାତିରେ ଡେପୁଟି ରେଞ୍ଜର ମାଥି ହାଁସଦାଙ୍କୁ ଗୁଳିକରି ହତ୍ୟା ପରେ ବନ କର୍ମଚାରୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରତିବାଦରେ ଓଡିଶା ଅଣଗେଜେଟେଡ୍ ବନସେବା ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଡାକରା ଦିଆଯାଇଛି। ରାଜ୍ୟ ସରକାର ଓ ବନ ବିଭାଗର ଅବହେଳା ପ୍ରତିବାଦରେ ଆଜି ଆନ୍ଦୋଳନକୁ ଓହ୍ଲାଇବେ ବନକର୍ମଚାରୀ । ୫ ଦଫା ଦାବି ନେଇ ଆନ୍ଦୋଳନ କରିବାକୁ ନିଷ୍ପତି ନେଇଛି ଅଣଗେଜେଟେଡ୍ ବନସେବା ସଂଘ ।

୨୦୦୯ରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ ଗଠନ, ୱେଲଫେୟାର ଫଣ୍ଡ ଗଠନ, ସର୍କଲ ରିଅର୍ଗାନାଇଜେସନ ଗଠନ, ରେଞ୍ଜ ସେକ୍ସନ, ବିଟ୍ ରିଜନ ଗଠନ, ତେଲେଙ୍ଗାନା ସରକାର ଭଳି ଏକ୍ସ ଗ୍ରାସିଆ ପ୍ରଦାନ କରିବାକୁ ଦାବି ରଖିଛନ୍ତି ବନ କର୍ମଚାରୀ । ଏଥିସହ ବନକର୍ମଚାରୀଙ୍କୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ନଦେଲେ ସେମାନେ ଜଙ୍ଗଲ ଜଗିବେ ନାହିଁ ବୋଲି ଘୋଷଣା କରିଛନ୍ତି । ଆଜିଠାରୁ ଜୁଲାଇ ୮ ତାରିଖ ଯାଏଁ ସଂଘ ରାଜ୍ୟବ୍ୟାପୀ ପ୍ରତିବାଦ କରିବ । ଯଦି ରାଜ୍ୟ ସରକାର ୫ ଦଫା ଦାବି ପୂରଣ ନ କରନ୍ତି, ତେବେ ଜୁଲାଇ ୧୦ରୁ ସମସ୍ତ ଅଣଗେଜେଟେଡ୍ ବନ କର୍ମଚାରୀମାନେ ସମ୍ପୂର୍ଣ୍ଣ କାର୍ୟ୍ୟ ବନ୍ଦ କରି ଭୁବନେଶ୍ୱରରେ ଆନ୍ଦୋଳନ କରିବେ ବୋଲି ସଂଘ ପକ୍ଷରୁ ସେ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି