Masthead

ମାନବିକତା ଭୁଲିଗଲା ଝିଅ: ବାପାକୁ ଶୁଆଇଦେଲା ଅଳିଆଗଦାରେ

ଡେଲାଙ୍ଗ (ବଡ଼ ଖବର ବ୍ୟୁରୋ): ମାନବିକତା ଭୁଲିଗଲା ଝିଅ । ଏଭଳି ଝିଅ ସଂସାରରେ ବିରଳ । ଭୁଲିଗଲା ବାପାଝିଅର ସମ୍ପକ । ଅସହାୟ ଅବସ୍ଥାରେ ବାରିପଟେ ଅଳିଆଗଦାରେ ଶୁଆଇ ଦେଇଛି ନିଜ ବାପାକୁ । ଏଭଳି ଦୃଶ୍ୟ ଦେଖିଲେ ଆଖିରୁ ଲୁହ ଆସିଯିବ । ଏହି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଘନୀପୁର କୁଣ୍ଡ ସାହିରେ ।

ଏଭଳି ଦୃଶ୍ୟ ଦେଖିଲେ ନିଜ ସନ୍ତାନଙ୍କ ପ୍ରତି ପିତାମାତାଙ୍କର ଭରସା ତୁଟି ଯିବ । ସବୁ ବାପାମା ଚାହାଁନ୍ତି ତାଙ୍କ ବୟସ୍କ ସମୟରେ ତାଙ୍କ ପୁଅଝିଅ ତାଙ୍କ ସାହାର ହେବ । ହେଲେ ଏଭଳି ଘଟଣା ଶୁଣିଲେ ଲାଗୁଛି ମଣିଷ ସମାଜରେ ମାନବିକତା ଆଉ ନାହିଁ । ଡେଲାଙ୍ଗ ପୋଲିସ ଓ ସ୍ୱଚ୍ଛା ସେବୀ ସଂଗଠନର ଲୋକେ ରାତି ୪ଟାରେ ଉଦ୍ଧାର କରି ପୁରୀ ମେଡିକାଲରେ ଭର୍ତ୍ତି କରିଥିବା ବେଳେ ବୃଦ୍ଧଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ