Masthead

ଭୁଲିଯାଉଛନ୍ତି କୋଭିଡ଼ ନିୟମ

ତିର୍ତୋଲ (ବଡ଼ ଖବର ବ୍ୟୁରୋ): ଟିକାକୁ ନେଇ ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା। ଜଗତସିଂହପୁର ତିର୍ତୋଲ ଅଞ୍ଚଳରେ ଦିନକୁ ଦିନ କରୋନା ରୋଗୀ ସଂଖ୍ୟା ବଢ଼ି ଚାଲୁଥିବାବେଳେ ଟିକା ପାଇଁ ମଣିଜଙ୍ଗା ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରତିଦିନ ନାହିଁ ନଥିବା ଭିଡ ଲାଗିରହୁଛି । ଆଜି ସକାଳୁ ଟିକା ପାଇଁ ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସମ୍ମୁଖରୁ ଟିକେଟ କାଉଣ୍ଟର ପର୍ଯ୍ୟନ୍ତ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିଲା। ସମସ୍ତଙ୍କ ମୁହଁରେ ମାସ୍କ୍ ନଥିବା ବେଳେ ସାମାଜିକ ଦୂରତାକୁ ଲୋକମାନେ ଫୁ କରି ଉଡାଇଦେଇଥିଲେ। ତେବେ ଟିକାକରଣ ପାଇଁ ହେଉଥିବା ଟିକେଟକୁ ନେଇ ଉପସ୍ଥିତ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି