Masthead

କେତେ ସତ କହୁଛି ଗୋପାଳ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ):କେତେ ସତ କହୁଛି ଗୋପାଳ? ସତ ଜାଣିବା ପାଇଁ ହେଲା ଲେୟାରଡ୍ ଭଏସ୍ ଆନାଲିସିସ୍ ଟେଷ୍ଟ । ଏହି ପଦ୍ଧତି ମାଧ୍ୟମରେ ଗୋପାଳଙ୍କ ସ୍ୱର ଅନୁଧ୍ୟାନ କରାଯାଉଛି । ମନ୍ତ୍ରୀ ନବ ଦାସଙ୍କୁ ଗୋପାଳ ହତ୍ୟା କରିଥିବା କହୁଥିବା ବେଳେ ଏହି ପଦ୍ଧତିରେ ସତର ଅନୁଧ୍ୟାନ କରାଯାଉଛି । ଏହା ସହ ଗୋପାଳଙ୍କ ଫରେନସିକ୍ ସାଇକୋଲୋଜିକାଲ୍ ଆସେସମେଂଟ ବା ମନସ୍ତାତ୍ୱିକ ପରୀକ୍ଷା ବି କରାଯାଇଛି । ଏହି ପରୀକ୍ଷା ଦ୍ୱାରା ରିମାଣ୍ଡ ବେଳେ ଗୋପାଳ ଦେଉଥିବା ତଥ୍ୟ କେତେ ନିର୍ଭର ଯୋଗ୍ୟ ତାହା ଜଣାପଡ଼ିବ । ଦିଲ୍ଲୀର କେନ୍ଦ୍ରୀୟ ଫରେନସିକ୍ ସାଇନ୍ସ ଲବରେଟୋରି ବା ସିଏଫଏସଏଲର ଟିମ୍ ଏହି ପରୀକ୍ଷା କରୁଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ମାନସିକ ସ୍ଥିତି ଜାଣିବା ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରାଯାଇଛି । ପୁଞ୍ଜିଲାଲ ମେହେର ମାମଲାରେ ଓଡ଼ିଶାରେ ପ୍ରଥମ ଥର ଅଭିଯୁକ୍ତ ନିକଟରୁ ସତ ଜାଣିବା ପାଇଁ ଏଲଭିଏ ପରୀକ୍ଷା କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି