Masthead

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତି ଅବହେଳା ହୋଇଛି: ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଗୃହରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତି ହେଉଥିବା ଅବହେଳା ପ୍ରସଙ୍ଗ ଉଠାଇ ସରକାର ଦୃଷ୍ଟି ଦେବାକୁ ବିଧାନସଭାରେ ଦାବି କଲେ ଖଣ୍ଡପଡ଼ା ବିଧାୟକ ଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ଆମେ କାହାକୁ ନେଇ ଗର୍ବ କରିବା ? ଐତିହ୍ୟ ପରମ୍ପରାକୁ ନେଇ ଗର୍ବ କରିବା । ଏଠି ମୁଁ କାହାକୁ ଛୋଟ ବଡ଼ କହିବ ଚାହୁଁ ନାହିଁ । ଗୃହରେ ମୋ ସହ ସମସ୍ତେ ସହମତ ହେବେ । ନବକୃଷ୍ଣ ଚୌଧୁରୀ ଏବଂ ମାଳତୀ ଚୌଦରୀଙ୍କ ଘରର ଫୋଟୋ ଦେଖାଇ ସୌମ୍ୟରଂଜନ ପ୍ରଶ୍ନ କଲେ ତାଙ୍କ ବାସଭବନ ଏବେ କିଭଳି ପରିସ୍ଥିତିରେ ଅଛି?

ପୂର୍ବ ପୁରୁଷଙ୍କ ସ୍ମୃତିକୁ ଉଜ୍ଜୀବିତ ରଖିବା ପାଇଁ ସରକାରଙ୍କ ପଦକ୍ଷେପ ସ୍ୱାଗତଯୋଗ୍ୟ । ତେବେ ନବକୃଷ୍ଣ ଚୌଧୁରୀଙ୍କ କ୍ଷେତ୍ରରେ କାହିଁକି ପଦକ୍ଷେପ ନିଆ ଯାଇନାହିଁ । ବିଦେଶୀ ପର୍ୟ୍ୟଟକ ସେହି ବାଟ ଦେଇଯାଉଥିଲେ ବି ନିଜକୁ ସଂକୁଚିତ ଲାଗୁଛି ଯେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘର ଦେଖାଇବାକୁ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆବାସ ଯୋଗାଇ ଦେବା କ’ଣ ଆମର ଦାୟିତ୍ୱ ନୁହେଁ ? ଏମିତି ସମ୍ମାନ ଦେବା ଯେ ଯାହା ଲୋକେ ଜାଣିବେ । ଏ ଦିଗରେ ସରକାର ଦୃଷ୍ଟି ଦେବାକୁ ସୋମ୍ୟରଞ୍ଜନ ପଟ୍ଟନାୟକ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି