Masthead

ପରଲୋକରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

ଗୁଜୁରାଟ: ପରଲୋକରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମାଧବ ସିଂ ସୋଲାଙ୍କିଙ୍କ । ୯୪ ବର୍ଷ ବୟସ ଆଖିବୁଜିଲେ ମାଧବ ସିଂ । ସେ ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦେଶ ପାଇଁ କାମ କରିଛନ୍ତି । ୧୯୮୦ରେ ସୋଲାଙ୍କି ଗୁଜୁରାଟର ମୁଖ୍ୟମନ୍ତ୍ରୀ ହୋଇଥିଲେ । ସେ ରାଜନେତା ସହ ଜଣେ ଆଇନଜୀବୀ ମଧ୍ୟ ଥିଲେ । ୧୯୮୦ ପୂର୍ବରୁ ୧୯୭୬ରେ ମଧ୍ୟ ସୋଲାଙ୍କି ଅଳ୍ପ ସମୟ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ । ତେବେ ୧୯୮୫ରେ ସେ ଇସ୍ତଫା ଦେଇଥିଲେ । ପରେ ୧୮୨ ଟି ଆସନରୁ ୧୪୯ଟି ଆସନ ବିଜୟୀ ହୋଇ କ୍ଷମତାକୁ ଫେରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ