Masthead

ଗୁରୁଦାସପୁରରୁ ପ୍ରାର୍ଥୀ ହୋଇପାରନ୍ତି ପୂର୍ବତନ କ୍ରିକେଟର ଯୁବରାଜ

ପଞ୍ଜାବ (ବଡ଼ ଖବର ବ୍ୟୁରୋ): ଯୁବରାଜ ସିଂ ବିଜେପି ଟିକେଟରୁ ଗୁରୁଦାସପୁର ଆସନରୁ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି କଳ୍ପନାଜଳ୍ପନା ଚାଲିଛି। ଗୁରୁଦାସପୁରର ପୂର୍ବତନ କ୍ରିକେଟର ଯୁବରାଜ ସିଂଙ୍କୁ ବିଜେପି ଟିକେଟ ଦେଇପାରେ। ସମ୍ପ୍ରତି ଅଭିନେତା ସନ୍ନି ଦେଓଲ ଗୁରୁଦାସପୁରର ଏମପି ଅଛନ୍ତି।

ଯାହାଙ୍କ ବିରୋଧରେ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ରହିଛି । ସନ୍ନି ଲୋକମାନଙ୍କୁ ଭେଟିବାକୁ କେବେ ଆସନ୍ତି ନାହିଁ। ବିଜେପିକୁ ଅନେକ ବଦନାମ କରାଯାଇଛି । କିନ୍ତୁ ଏଥର ଦଳ ଲୋକସଭା ନିର୍ବାଚନରେ ପଞ୍ଜାବରେ ରିସ୍କ ନେବାକୁ ଚାହୁଁନାହିଁ। ତେଣୁ ଯୁବରାଜଙ୍କୁ ଦଳ ଟିକେଟ ଦେଇ ଗୁରୁଦାସପୁରୁର ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ