Masthead

ଦଳ ଦେଲା ନାହିଁ ଟିକେଟ, ପିଲାଙ୍କ ପରି କାନ୍ଦିଲେ ତେଲେଙ୍ଗାନା ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନରେ ଟିକେଟ୍ ବାରଣ କରାଯିବା ପରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା ତଥା ତେଲେଙ୍ଗାନାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଥାଟିକୋଣ୍ଡା ରାଜାୟା ଭାଙ୍ଗି ପଡିଛନ୍ତି। ସେ ଘାନପୁର ଷ୍ଟେସନ ବିଧାନସଭା ନିର୍ବାଚନମଣ୍ଡଳୀରୁ ଟିକେଟ୍ ମାଗିଥିଲେ କିନ୍ତୁ ଦଳ ତାଙ୍କୁ ଟିକେଟ୍ ଦେବାକୁ ମନା କରିଦେଇଥିଲେ। ଚଳିତ ବର୍ଷ ଶେଷରେ ତେଲେଙ୍ଗାନାରେ ନିର୍ବାଚନ ଅନୁଷ୍ଠିତ ହେବ।

ଯଦିଓ ନିର୍ବାଚନର ତାରିଖ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ, କିନ୍ତୁ ଆଗାମୀ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଆରଏସ ଦଳ ପ୍ରାର୍ଥୀ ତାଲିକା ଅଗଷ୍ଟ ୨୧ ରେ ପ୍ରକାଶ କରିଛି। ଖବର ଅନୁଯାୟୀ, ଥାଟିକୋଣ୍ଡା ରାଜାୟା ଉପରେ ନିଜ ଦଳର ସରପଞ୍ଚ ନିର୍ୟାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ହେତୁ ଦଳ ତାଙ୍କୁ ଟିକେଟ୍ ମନା କରିଦେଇଛି। ଦଳ ଘାନପୁର ଷ୍ଟେସନ ବିଧାନସଭା ନିର୍ବାଚନମଣ୍ଡଳୀରୁ କାଦିଆମ୍ ଶ୍ରୀହରିଙ୍କୁ ଟିକେଟ୍ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ