Masthead

ପରଲୋକରେ ପୂର୍ବତନ ଡିଜିପି ଶରତ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କର ୮୮ ବର୍ଷ ବୟସରେ ପରଲୋକ ହୋଇଛି । ଗତ କିଛି ଦିନ ହେବ ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ । ଡେଙ୍ଗୁ ଚିହ୍ନଟ ହେବା ପରେ ଗୁରୁତର ହୋଇଯାଇଥିଲେ । ଫଳରେ ତାଙ୍କର ଚିକିତ୍ସା ଚାଲିଥିଲା ।

କିନ୍ତୁ ଆଜି ସକାଳ ୭ଟା୨୪ ମିନିଟ୍ ସମୟରେ ତାଙ୍କା ଦେହାନ୍ତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ତାଙ୍କ ଭାଇ ବିପିନ ବିହାରୀ ମିଶ୍ର । ୧୯୫୯ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଅଫିସର ଥିଲେ ଶରତ ମିଶ୍ର । ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ ଶରତ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ