Masthead

ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଡିଏସଡବ୍ଲ୍ୟୁଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଡିଏସଡବ୍ଲ୍ୟୁଓ । ଭଦ୍ରକ ପୂର୍ବତନ ଡିଏସଡବ୍ଲ୍ୟୁଓ ଜୟନ୍ତୀ ବେହେରା । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ଭଦ୍ରକ, ବାଲେଶ୍ୱର ଓ ଭୁବନେଶ୍ୱରରେ ଏକକାଳୀନ ଚଢ଼ଉ ଜାରି ରହିଛି । ୧୧ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ଚଢ଼ଉରେ ଜଣେ ଅତିରିକ୍ତ ଏସପି, ୪ଜଣ ଡିଏସପି, ୮ଜଣ ଇନସିପେକ୍ଟର ସାମିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ