Masthead

ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଡିଏସଡବ୍ଲ୍ୟୁଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଡିଏସଡବ୍ଲ୍ୟୁଓ । ଭଦ୍ରକ ପୂର୍ବତନ ଡିଏସଡବ୍ଲ୍ୟୁଓ ଜୟନ୍ତୀ ବେହେରା । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ଭଦ୍ରକ, ବାଲେଶ୍ୱର ଓ ଭୁବନେଶ୍ୱରରେ ଏକକାଳୀନ ଚଢ଼ଉ ଜାରି ରହିଛି । ୧୧ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ଚଢ଼ଉରେ ଜଣେ ଅତିରିକ୍ତ ଏସପି, ୪ଜଣ ଡିଏସପି, ୮ଜଣ ଇନସିପେକ୍ଟର ସାମିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ