Masthead

ଟିଏମସିରେ ମିଶିଲେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ

ଗୋଆ(ବଡ଼ ଖବର ବ୍ୟୁରୋ): ଗୋଆରେ ପାଖେଇ ଆସୁଛି ବିଧାନସଭା ନିର୍ବାଚନ । ଏନେଇ ଆମ ଆଦମି ପାର୍ଟି ଠାରୁ ଆରମ୍ଭ କରି ତୃଣମୂଳ କଂଗ୍ରେସ ଭଳି ଅନେକ ଦଳ ନିଜର ରଣନୀତି ପ୍ରସ୍ତୁତ କରିସାରିଲେଣି । କିଏ ଲୋକଙ୍କୁ ମାଗଣା ବିଜୁଳି ଦେବାର ପ୍ରତିଶୃତି ଦେଉଥିବାବେଳେ ଆଉ କିଏ ଚାଷୀଙ୍କ ଋଣ ଛାଡ଼ କରିବା ପାଇଁ ପ୍ରତିଶୃତି ଦେଉଥିବାର ଦେଖିବାକୁ ମିଳିଛି ।

ଏହା ମଧ୍ୟରେ ଟିଏମସିରେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶିଥିବାର କଥା ସାମ୍ନାକୁ ଆସିଛି । ତେବେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାୟକ ଲୁଇଜିନୋ ଫ୍ଲେରିଓ କୋଲକାତାରେ ଟିଏମସିରେ ଯୋଗ ଦେଇଛନ୍ତି । ତାଙ୍କ ସହ ୧୦ ଜଣ ଟିଏମସିରେ ମିଶିଥିବାର ସୂଚନା ମିଳିଛି । ଏହା ପୂର୍ବରୁ ସେ କଂଗ୍ରେସ ଦଳରେ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ