Masthead

ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତି ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ । ପତ୍ନୀହନ୍ତା ମାମଲାରେ ଦୋଷୀ ସାବ୍ୟସ୍ତ କଲେ ସ୍ୱତନ୍ତ୍ର କୋର୍ଟ । ୧୧ ସାକ୍ଷୀ ଓ ୧୫ ଦସ୍ତାବିଜ ଆଧାରେରେ ଭୁବନେଶ୍ୱର ସ୍ପେଶାଲ କୋର୍ଟ ଶୁଣାଇଲେ ରାୟ ।୧୯୯୫ରେ ଖାରବେଳ ନଗର ସରକାରୀ ବାସଭବନରୁ ମିଳିଥିଲା ପତ୍ନୀ ଶଶୀରେଖାଙ୍କ ପୋଡ଼ା ମୃତଦେହ । ଆତ୍ମହତ୍ୟାର ରୂପ ଦେବାର ଷଡ଼ଯନ୍ତ୍ର ରଚିଥିଲେ ରାମମୂର୍ତ୍ତି । ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ । ୧୯୯୫ ଅଗଷ୍ଟ ୨୯ ତାରିଖରେ ଖାରବେଳ ନଗର ଥାନାରେ ହୋଇଥିଲା ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ