Masthead

ପରଲୋକରେ ଝାରସୁଗୁଡା ପୂର୍ବତନ ବିଧାୟକ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ବିଧାନସଭା ନିର୍ବାଚନର ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ପରୋଲୋକ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସୂଚନାନୁଯାୟୀ ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବାରୁ ପ୍ରଥମେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ପରେ ଗୁରୁତର ହେବାରୁ ଭୁବନେଶ୍ୱରର ଆପୋଲୋରେ ଭର୍ତ୍ତି କରାଯାଇଥିଲା । ଆଜି ଭୋର ୪ ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ରାଜନୈତିକ ଜୀବନ ଦେଖିଲେ ବୀରେନ୍ଦ୍ର କଂଗ୍ରେସ ଟିକେଟ୍‌ରେ ଝାରସୁଗୁଡ଼ା ବିଧାନସଭା ଆସନରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି