Masthead

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ। ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋଙ୍କ ଉପସ୍ଥିତିରେ ରାଜ୍ୟ କଂଗ୍ରେସ ଭବନରେ ଦଳରେ ବିଧିବଦ୍ଧ ଭାବେ ଯୋଗଦେଇଛନ୍ତି ସିପ୍ରା । ତେବେ କଂଗ୍ରେସରେ ଯୋଗ ଦେବା ପରେ ସିପ୍ରା କହିଛନ୍ତି, ଏହା ତାଙ୍କ ପାଇଁ ଏକ ବଡ ଦିନ ।

କଂଗ୍ରେସ ଦଳରେ ଏହା ତାଙ୍କର ନୂତନ ଆରମ୍ଭ, ଏଥିପାଇଁ ସେ ଖୁସି ଥିବା କହିଛନ୍ତି । ଏଥିସହ ତାଙ୍କ ବାପା ମଧ୍ୟ କଂଗ୍ରେସ ଦଳର ସଦସ୍ୟ ଥିଲେ, ସେ ମଧ୍ୟ କଂଗ୍ରେସ ଦଳକୁ ଫେରିଥିବାରୁ ଅତ୍ୟନ୍ତ ଖୁସି ବୋଲି କହିଛନ୍ତି । ତେବେ କଂଗ୍ରେସରୁ ଟିକେଟ୍ ପାଇବା ନେଇ ସେ କୌଣସି ଆଲୋଚନା କରିନାହାଁନ୍ତି । କିନ୍ତୁ କେନ୍ଦ୍ରାପଡାରୁ ଲଢିବାକୁ ସେ ଆଶାବାଦୀ ଥିବା କହିଛନ୍ତି । ଯଦି ଦଳ ତାଙ୍କୁ ସେ ସୁଯୋଗ ଦିଏ, ତେବେ ସେ ନିଶ୍ଚୟ ନିର୍ବାଚନ ଲଢିବେ ନଚେତ୍ ଦଳ ଯାହା ବି ଦାୟିତ୍ୱ ଦେବ ତାକୁ ସୂଚାରୁ ରୂପେ ତୁଲାଇବି ବୋଲି କହିଛନ୍ତି ସିପ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ