Before Header

ବିଜେଡି ଛାଡ଼ିଲେ କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

0 1,061

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ।  ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ବିଜେଡି ଛାଡ଼ିବା ପରେ ଆକାଶ କେଉଁ ଦଳକୁ ଯିବେ ସେନେଇ ସ୍ପଷ୍ଟ ହୋଇନାହିଁଁ।

Leave A Reply

Your email address will not be published.