Masthead

ବିଜେଡି ଛାଡିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଳଭଦ୍ର । ଏନେଇ ଦଳର ସୁପ୍ରିମୋଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି ବଳଭଦ୍ର ମାଝୀ । ଦଳରେ ଅବହେଳା ଅଭିଯୋଗ କରି ବଳଭଦ୍ର ବିଜେଡି ଛାଡିଛନ୍ତି । ବଳଭଦ୍ର ମାଝୀ ଲାଞ୍ଜିଗଡ ଓ ନର୍ଲା ଆସନରୁ ୫ଥର ବିଧାୟକ ରହିଛନ୍ତି । ବିଜେଡି ଆରମ୍ଭରୁ ଦଳ ସହ ଥିଲେ ବଳଭଦ୍ର ।

ଜନତା ଦଳରୁ ଥରେ ବିଧାୟକ ହୋଇଥିବା ବଳଭଦ୍ର ପରବର୍ତ୍ତୀ ସମୟରେ ବିଜେଡି ଟିକେଟରେ ୪ ଥର ବିଧାୟକ ହୋଇଥିଲେ । ୨୦୧୯ରେ ବଳଭଦ୍ରଙ୍କ ବଦଳରେ ବିଜେଡି ପ୍ରଦୀପ ଦିଶାରୀଙ୍କୁ ଟିକେଟ ଦେଇଥିଲା । ୨୦୧୯ରୁ ୨୦୨୪ ଯାଏଁ ଦଳରେ ରହିବା ପରେ ଏବେ ଦଳରେ ଅବହେଳା ହେଉଥିବା କହି ବିଜେଡି ଛାଡିଛନ୍ତି ବଳଭଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ