ବିଜେଡି ଛାଡିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଳଭଦ୍ର । ଏନେଇ ଦଳର ସୁପ୍ରିମୋଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି ବଳଭଦ୍ର ମାଝୀ । ଦଳରେ ଅବହେଳା ଅଭିଯୋଗ କରି ବଳଭଦ୍ର ବିଜେଡି ଛାଡିଛନ୍ତି । ବଳଭଦ୍ର ମାଝୀ ଲାଞ୍ଜିଗଡ ଓ ନର୍ଲା ଆସନରୁ ୫ଥର ବିଧାୟକ ରହିଛନ୍ତି । ବିଜେଡି ଆରମ୍ଭରୁ ଦଳ ସହ ଥିଲେ ବଳଭଦ୍ର ।

ଜନତା ଦଳରୁ ଥରେ ବିଧାୟକ ହୋଇଥିବା ବଳଭଦ୍ର ପରବର୍ତ୍ତୀ ସମୟରେ ବିଜେଡି ଟିକେଟରେ ୪ ଥର ବିଧାୟକ ହୋଇଥିଲେ । ୨୦୧୯ରେ ବଳଭଦ୍ରଙ୍କ ବଦଳରେ ବିଜେଡି ପ୍ରଦୀପ ଦିଶାରୀଙ୍କୁ ଟିକେଟ ଦେଇଥିଲା । ୨୦୧୯ରୁ ୨୦୨୪ ଯାଏଁ ଦଳରେ ରହିବା ପରେ ଏବେ ଦଳରେ ଅବହେଳା ହେଉଥିବା କହି ବିଜେଡି ଛାଡିଛନ୍ତି ବଳଭଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’