Masthead

ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ପ୍ରାର୍ଥୀ ବିଶ୍ୱରଞ୍ଜନ

(ବଡ଼ ଖବର ବ୍ୟୁରୋ):  ବିଜେଡିରେ ସାମିଲ ହେଲେ ଯାଜପୁର ବରୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ବିଶ୍ୱରଞ୍ଜନ ମଲ୍ଲିକ । ବିଜେଡିର ସାଂଗଠାନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲ୍ଲା ପର୍ଯ୍ୟବେକ୍ଷକ, ଦଳର ବରିଷ୍ଠ ନେତା , ବରୀ ବିଧାୟିକା, ଧର୍ମଶାଳା ବିଧାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି ।

ତେବେ ସୂଚନା ଥାଉକି , ଗତ ୨୦ ତାରିଖରେ ବିଶ୍ୱରଞ୍ଜନ ସମେତ ବରୀ ବ୍ଲକ ଅଧ୍ୟକ୍ଷା ସୁବାସୀନୀ ଶର୍ମା, ବରୀ ବ୍ଲକ ଉପାଧ୍ୟକ୍ଷ ରମେଶ ଭଞ୍ଜ ପ୍ରମୁଖ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ବିଶ୍ୱରଞ୍ଜନ କହିଛନ୍ତି, ଭାରତୀୟ ଜନତା ପାର୍ଟିରେ ନୂଆ ପୁରୁଣାର ଭେଦଭାବ ରହିଛି । ତେଣୁ ବିଜେପି ଛାଡି ସେ ବିଜେଡିରେ ମିଶିଛନ୍ତି ବୋଲି ବିଶ୍ୱରଞ୍ଜନ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା