Masthead

ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):  ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ । ଏକ ହତ୍ୟା ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଏକ ହତ୍ୟା ମାମଲାରେ ନାରାୟଣ ରେଡ୍ଡୀଙ୍କ ସହ ୧୩ ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ୧୯୯୮ ମସିହାରେ ଟାଟା ବିରୋଧରେ ନାରାୟଣ ରେଡ୍ଡୀଙ୍କ ସହ ସ୍ଥାନୀୟ ଲୋକେ ଆନେ୍ଦାଳନ କରୁଥିଲେ । ସେହି ସମୟରେ ଆନେ୍ଦାଳନକାରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ପରେ ସିନ୍ଧି ଗାଁରେ ମାରପିଟ୍ ହୋଇଥିଲା ।

ମାରପିଟରେ ବିନୟ ମେହେରଙ୍କ ମୃତ୍ୟୁ ହୋଇଥିଲା । ସେତେବେଳେ ନାରାୟଣଙ୍କ ସମେତ ୨୨ ଜଣଙ୍କ ନାଁରେ ମାମଲା ହୋଇଥିଲା । କୋର୍ଟଙ୍କ ରାୟ ପରେ ନାରାୟଣ ରେଡ୍ଡୀ କ୍ଷୋଭ ପ୍ରକାଶ କରିଛନ୍ତି । ସରକାରଙ୍କ ଜୁଡିସିଆରି ଉପରେ ପ୍ରଶ୍ନ ଉଠାଇଛନ୍ତି । ସରକାରଙ୍କ ଦ୍ୱାରା ପ୍ରଭାବିତ ରାୟ । ରାୟ ବିରୋଧରେ ଉପର କୋର୍ଟକୁ ଯିବୁ କହିଛନ୍ତି ନାରାୟଣ ରେଡ୍ଡୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ