Masthead

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଉତ୍ତର ଭୁବନେଶ୍ବର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଫ ନିରନ୍ତର ଅବହେଳା ଅଭିଯୋଗ କରି ଦଳ ଛାଡ଼ିଲେ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର । ଉତ୍ତର ଭୁବନେଶ୍ବରରୁ ଟିକେଟ ପାଇଁ ଆଶାୟୀ ଥିଲେ ପ୍ରିୟଦର୍ଶୀ । ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ବାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର । ୨୦୧୪ରୁ ୨୦୧୯ରୁ ଯାଏଁ ବିଧାୟକ ଥିଲେ । ୨୦୧୯ ପରଠାରୁ ତାଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା । ୨୦୧୯ରେ ଦଳ ଉତ୍ତର ଭୁବନେଶ୍ୱରରୁ ସୁଶାନ୍ତ ରାଉତଙ୍କୁ ଟିିକେଟ୍ ଦେଇଥିଲା । ଏଥର ମଧ୍ୟ ଏହି ଆସନରେ ବିଜେଡି ସର୍ପରାଇଜ୍ କାର୍ଡ ଖେଳିବା ନେଇ ଚର୍ଚ୍ଚା ହେଉଛି । ଏହି ଦୃଷ୍ଟିରୁ ପ୍ରିୟଦର୍ଶୀ ଏଥର ଟିକେଟ୍ ପାଇବା ଆଶା ନଥିବା ଆଶା କରି ଦଳ ଛାଡିଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା