Masthead

ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ପୋଲିସ ପ୍ରଶାସକ ଅନାଦି ଚରଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ପୋଲିସ ପ୍ରଶାସକ ଅନାଦି ଚରଣ ସାହୁ । ୮୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ । କଟକର ସିଡିଏ ସ୍ଥିତ ବାସଭବନରେ ବିଳମ୍ବିତ ରାତିରେ ଅନାଦି ସାହୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜଣେ ଦକ୍ଷ ପୋଲିସ ଅଧିକାରୀ ଭାବେ ଥିଲେ ପରିଚିତ । ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୨ରୁ୩ ବର୍ଷ ହେବ ସେ ଶର‌୍ୟ୍ୟାଶାୟୀ ଥିଲେ। ଅନାଦି ଚରଣ ସାହୁ ଭାରତୀୟ ଜନତା ପାର୍ଟିର ଜଣେ ବରିଷ୍ଠ ରାଜନୀତିଜ୍ଞ ଥିଲେ । ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । କିଛି ବର୍ଷ ହେଲା ଅନାଦି ସାହୁ ରାଜନୀତ ଦୂରେଇ ଯାଇଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟ ନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା