Masthead

ପୂର୍ବତନ ସମିତିସଭ୍ୟଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା ଅଭିଯୋଗ

କାମାକ୍ଷାନଗରର(ବଡ଼ ଖବର ବ୍ୟୁରୋ): କାମାକ୍ଷାନଗରର ପୂର୍ବତନ ସମିତିସଭ୍ୟଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା ଅଭିଯୋଗ। ମୃତକ ହେଲେ କାମାକ୍ଷାନଗର ଥାନା ଦୀଘି ଗ୍ରାମର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ରାଉତ। ସେ ରବିବାର ରାତିରେ କାଜୁ ଜଙ୍ଗଲ ଜଗିବାକୁ ଯାଇ ଫେରୁଥିବା ବେଳେ ୬ରୁ ଉର୍ଦ୍ଧ ଦୁର୍ବୁତ୍ତ ମାରାଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହେଉଛି । ପୋଲିସ ଜଣକୁ ଅଟକ ରଖି ପଚରାଉଚରା ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ