Masthead

ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି । ଇସଲାମାବାଦ ହାଇକୋର୍ଟରୁ ମିଳିଲା ଜାମିନ । ୨ ସପ୍ତାହ ପାଇଁ ଜାମିନ ଦେଲେ ଇସଲାମାବାଦ ହାଇକୋର୍ଟ । ଆଲ୍ କାଦିର ଟ୍ରଷ୍ଟ ମାମଲାରେ ଇସଲାମାବାଦ ହାଇକୋର୍ଟରୁ ମିଳିଲା ଜାମିନ ।

କେବଳ ସେତିକି ନୁହେଁ ଏହା ପୂର୍ବରୁ ହାଇକୋର୍ଟ ତୋଶାଖାନା ମାମଲାରେ ଇମ୍ରାନଙ୍କ ଉପରେ ଚାଲିଥିବା ଅପରାଧିକ ମାମଲା ଉପରେ ରୋକ୍ ଲଗାଇଛନ୍ତି । ହେଲେ ଅନ୍ୟ ମାମଲା ଗୁଡିକରେ ଯଦି ଶୁକ୍ରବାର ଦିନ ତାଙ୍କୁ ଜାମିନ ନମିଳେ ତେବେ ଇମ୍ରାନଙ୍କୁ ପୁଣି ଜେଲ ଯିବାକୁ ପଡିବ । ସେପଟେ ପାକିସ୍ତାନରେ ଦେଖାଦେଇଥିବା ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପାକିସ୍ତାନ କ୍ୟାବିନେଟରେ ଏମରଜେନ୍ସି ଲଗାଇବାକୁ ପରାମର୍ଶ ଦେଇଛନ୍ତି । ଏହା ଉପରେ ପ୍ରଧାନମନ୍ତ୍ରୀ ଶାହାବାଜ ଘୋଷଣା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା