Masthead

ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କର ବୁଧବାର ପରଲୋକ ଘଟିଛି। ବୁଧବାର ସକାଳେ ଚେନ୍ନାଇର ରାଜୀବ ଗାନ୍ଧୀ ଜେନେରାଲ ହସ୍ପିଟାଲରେ ସନ୍ଥନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ମୁକ୍ତ ହୋଇଥିବା ୬ ଜଣ ଦୋଷୀଙ୍କ ମଧ୍ୟରୁ ସେ ମଧ୍ୟ ଥିଲେ।

ଯେଉଁମାନଙ୍କୁ ପୂର୍ବରୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ୨୦୨୨ରେ ମୁକ୍ତ ହେବାର ଆଦେଶ ପରେ ସେ ଘରକୁ ଫେରିବା ପାଇଁ ଏକ ଚିଠି ମଧ୍ୟ ଲେଖିଥିଲେ। ଡାକ୍ତରଖାନା ଅଧିକାରୀ କହିଛନ୍ତି ଯେ, ସାନ୍ତନଙ୍କ ସକାଳ ୭:୫୦ରେ ମୃତ୍ୟୁ ଘଟିଛି। ଜାନୁଆରୀ ୨୭ରେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ