Masthead

ବକେୟା ଅର୍ଥ ଦାବିରେ ଆମରଣ ଅନଶନରେ ବସିଲେ ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀ

କଟକ(ବଡ଼ ଖବର ବ୍ୟୁରୋ): ଆମରଣ ଅନଶନରେ ବସିଲେ ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀ । ଆମରଣ ଅନଶନ ଓ ଆତ୍ମଦାହ ପାଇଁ ନିଷ୍ପତି ନେଇ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଧାରଣାରେ ବସିଛନ୍ତି ପୂର୍ବତନ ସରପଞ୍ଚ ରଞ୍ଜିତା ନାୟକ ଓ ତାଙ୍କ ସ୍ଵାମୀ । ନିଶ୍ଚିନ୍ତକୋଇଲି ପଞ୍ଚାୟତ ସମିତି ଅଧିନସ୍ଥ ମଣିଜଙ୍ଗ ଗ୍ରାମ ପଞ୍ଚାୟତରେ ୨୦୧୭ ରୁ ୨୦୨୨ ପର୍ଯ୍ୟନ୍ତ ସରପଞ୍ଚ ଥିଲେ ରଞ୍ଜିତା ନାୟକ  । ତାଙ୍କ ସମୟ କାଳ ଭିତରେ CFC, SFC, mgnregs ଏବଂ ଅନ୍ୟ ସ୍କିମରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରାଯାଇଥିଲା । ଯାହାର ବକେୟା ଅର୍ଥ ନମିଳିବା ଓ କାର୍ତୃପକ୍ଷାଙ୍କ ଅବହେଳା ପାଇଁ ସେ ବାରମ୍ବାର ପ୍ରତିବାଦ କରି ଆସୁଥିଲେ । ଯେଉଁଥିପାଇଁ ଆଜି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନରେ ବସିଛନ୍ତି । ଯଦି ତୁରନ୍ତ ଏହି ସମସ୍ୟାର ସମାଧାନ ନହୁଏ ଓ ତାଙ୍କ ବକେୟା ଅର୍ଥ ନଦିଆଯାଏ ତେବେ ଦରକାର୍ ପଡ଼ିଲେ ଆତ୍ମଦାହ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା