Before Header

ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆର ଆହତ, ହସ୍ପିଟାଲରେ ଭର୍ତ୍ତି

0 553

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଆହତ ହୋଇଛନ୍ତି । କେସିଆରଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏରାବଲି ଫାର୍ମ ହାଉସରେ ଗୋଡ଼ ଖସି ତଳେ ପଡ଼ିଯିବାରୁ ଆହତ ହୋଇଛନ୍ତି କେ ଚନ୍ଦ୍ରଶେଖର ରାଓ ।

Leave A Reply

Your email address will not be published.