Masthead

କଂଗ୍ରେସକୁ ଆଉ ଏକ ଝଟକା, ହାତ ଛାଡ଼ିଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୁରେଶ ପଚୌରୀ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ଲୋକ ସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସ ଆଉ ଏକ ବଡ଼ ଝଟକା ଲାଗିଛି । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ମଧ୍ୟପ୍ରଦେଶ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୁରେଶ ପଚୌରୀ ବିଜେପିରେ ଯୋଗ ଦେଇଛନ୍ତି । ସୁରେଶ ପଚୌରୀ ଚାରିଥର ଏମ୍‌ପି ସହ କଂଗ୍ରେସ ସରକାରଙ୍କ ଅନେକ ମନ୍ତ୍ରଣାଳୟ ପାଇଁ କେନ୍ଦ୍ରମନ୍ତ୍ରୀ ରହିଛନ୍ତି।

ସୁରେଶ ୧୯୭୨ରେ ଯୁବ କଂଗ୍ରେସ କର୍ମୀ ଭାବରେ ତାଙ୍କର ରାଜନୈତିତିକ ଯାତ୍ରା ଆରମ୍ଭ କରିଥିଲେ। ଏହା ପରେ ସେ ୧୯୮୪ରେ ରାଜ୍ୟ ଯୁବ କଂଗ୍ରେସ ସଭାପତି ହୋଇଥିଲେ। ୧୯୮୪ରେ ନିଜେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ସୁରେଶ ୧୯୯୦, ୧୯୯୬ ଏବଂ ୨୦୦୨ରେ ସେ ପୁଣି ଏମ୍‌ପି ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ