Masthead

ରେସଲରଙ୍କ ପାଇଁ କମିଟି ଗଠନ, ଏକାଠି ହେଲେ ଖାପ ନେତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଛିଣ୍ଡୁନି ରେସଲରଙ୍କ ବିବାଦ । ଚୌବିସି ସର୍ଭ ଖାପ ପଞ୍ଚାୟତର ପ୍ରଧାନ ମେହର ସିଂ ନମ୍ବରଦାରଙ୍କ ଆହ୍ବାନରେ ହରିୟାଣା, ଉତ୍ତର ପ୍ରଦେଶ ଓ ରାଜସ୍ଥାନର ଖାପ ପ୍ରତିନିଧି ରବିବାର ମେହମର ଐତିହାସିକ ଚୌବିସି ଚବୁତରାରେ ପହଞ୍ଚିଛନ୍ତି । ଜନ୍ତର ମନ୍ତରରେ ଧାରଣରେ ବସିଥିବା ରେସଲରଙ୍କ ସମର୍ଥନରେ ବଡ ବୈଠକ ହେବ। ବୈଠକରେ ଯେଉଁ ପ୍ରତିନିଧିମାନେ ପହଞ୍ଚିଥିବେ ସେମାନଙ୍କ ମଧ୍ୟରେ ଏକ କମିଟି ଗଠନ କରାଯିବ। କମିଟିରେ ପ୍ରାୟ ୩୧ ଜଣ ସଦସ୍ୟ ରହିବେ । ସେମାନେ ଯାହା ନିଷ୍ପତ୍ତି ନେବେ ତାକୁ ସମସ୍ତେ ମାନିବେ। ଜନ୍ତର ମନ୍ତରରେ ଧାରଣାରେ ବସିଥିବା ରେସଲରମାନେ ବି ଏହାକୁ ମାନିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା